ନିୟୁଜ ଓଡିଶା ଲାଇଭ : ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସକ୍ରିୟ ଲଘୁଚାପ ,ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ମାଲକାନଗିରି, କୋରାପୁଟ୍ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ବାକି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ।